ଭୁବନେଶ୍ୱର: ତାମିଲନାଡୁ ଏବଂ ପୁଡୁଚେରୀରେ ଗତ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ମଙ୍ଗଳବାର ତାମିଲନାଡୁ ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ଥିବାରୁ ସେହି ଅଞ୍ଚଳରେ ଅଧିକ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା ଦିଆଯାଇଛି ।