ଆଜିର ରାଶିଫଳ ( ସୋମବାର )

ତା : ୫ / ୧୦ / ୨୦୨୦

ମେଷ : ସଫଳତା ହାତ ଛଡା ହୋଇଯିବ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ଶ୍ରମ ସାର୍ଥକ ହେବ । ପତ୍ନୀଙ୍କ ସୁଖ ଅନୁଭବ କରିପାରନ୍ତି । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ବୃଷ : କାର୍ଯ୍ୟ ତତ୍ପର ରହିବେ । ନୂଆ ବ୍ୟବସାୟରେ କ୍ଷତି ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଆୟ ବୃଦ୍ଧିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ। ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

ମିଥୁନ : ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ପ୍ରଶଂସିତ ହେବେ । କାର୍ଯ୍ୟରେ ଅସ୍ଥିରତା ଲାଗି ରହିବ । କର୍ମ ଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

କର୍କଟ : ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହିଣୀମାନେ ପୂଜା ପାଠରେ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ସିଂହ : ଦୟାଳୁ ସ୍ୱଭାବର ହେବେ । ସଫଳତା ହାତ ଛଡା ହୋଇଯିବ । ସୁଖ-ସମୃଦ୍ଧିର ମୂଳଦୁଆ ପକାଇ ପାରନ୍ତି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ପରିବାର ପ୍ରତି ସଦିଚ୍ଛା ଭାବ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

କନ୍ୟା : ଭୋଗ-ବିଳାସରେ ଦିନ ବିତିପାରେ । ସାହସୀ ଓ ସମ୍ପତ୍ତିବାନ୍ ହେବେ । ବ୍ୟବସାୟରେ ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ । ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ତୁଳା : ଅସୁସ୍ଥତା ସାମାନ୍ୟ ହେଲେ ବି ସୁସ୍ଥ ରହିବେ । କର୍ମଜୀବି ପ୍ରଶଂସିତ ହେବେ । ସ୍ୱାଭିମାନୀ ହେବେ । ସହ-ଯୋଗୀ ବ୍ୟବସାୟରୁ ଲାଭ ପାଇବେ । ଗୃହିଣୀମାନେ ପୂଜା ପାଠରେ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ବିଛା : ମନରେ ସେବା ଭାବ ଜାଗ୍ରତ ହୋଇପାରେ । ସ୍ୱକାର୍ଯ୍ୟର ସ୍ୱଚ୍ଛତା ପାଇଁ ଗର୍ବିତ ହେବେ । ଶୁଭ କାର୍ଯ୍ୟରେ ମନ ରହିବ । ବ୍ୟବସାୟ ଲାଭଜନକ ହେବ । କର୍ମଜୀବିଙ୍କୁ ସହଯୋଗ ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଧନୁ : କର୍ମଜୀବିମାନେ ପ୍ରଶଂସିତ ହେବେ । ଆମୋଦ-ପ୍ରମୋଦରେ କିଛି ସମୟ କଟାଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚାକିରି କ୍ଷେତ୍ରରେ ଶ୍ରଦ୍ଧା ଭାଜନ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ମକର : ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବିଦ୍ୟାପ୍ରତି ଆଗ୍ରହୀ ହେବେ । ଭୋଗ-ବିଳାସ କରିପାରନ୍ତି । କର୍ମଚଞ୍ଚଳ ରହିବେ । ବିଭିନ୍ନ ଦିଗରୁ ଅର୍ଥ ଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

କୁମ୍ଭ : କାର୍ଯ୍ୟ ବ୍ୟସ୍ତ ରହିବେ । ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । କେହି ଆପଣଙ୍କୁ ପ୍ରତାରିତ କରି ଉଦ୍ୟମରେ ବିଫଳ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ମୀନ – ଆସ୍ତିକ ସ୍ୱଭାବ ହେବେ । ମଧୁରଭାଷୀ ହୋଇପାରନ୍ତି । ଅର୍ଥ ହାନୀ ହେବ । ବିବାଦରେ ବିଜୟୀ ହେବେ । ମନ ପ୍ରସନ୍ନ ରହିବ । ପ୍ରେମୀ ଓ ସାହସୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।