ପୁରୀ ରଥଯାତ୍ରା ପାଇଁ ୧୧ରେ ପ୍ରଥମ ସମନ୍ୱୟ ବୈଠକ

ପୁରୀ ୮/୦୪ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୧୧ ତାରିଖରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ୱୟ ବୈଠକ ଅନୁଷ୍ଠିତ ହେବ । ଏହା ପୂର୍ବରୁ ସମସ୍ତ ବିଭାଗ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି । କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ରଥଯାତ୍ରା ପାଇଁ ବିଭିନ୍ନ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯିବ । ଜୁନ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା, ୨୮ରେ ବାହୁଡ଼ା ଓ ୨୯ରେ ସୁନାବେଶ ଅନୁଷ୍ଠିତ ହେବ

SBI AD