୬ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର; ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ୬ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

ସମ୍ବଲପୁର , ବରଗଡ , ଅନୁଗୁଳ , ବଲାଙ୍ଗିର , ବୌଦ୍ଧ , ସୋନପୁର ଏହି ସବୁ ଜିଲ୍ଲା ରେ ପ୍ରବଳ ବର୍ଷିବା ନେଇ ସତର୍କ ସୂଚନା ଯ୍ାରି କରାଯାଇଛି । ତେବେ ଏହି ପରିସ୍ଥିତିର ସାମ୍ନା କରିବାକୁୁ ସମ୍ପୁର୍ଣ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନମାନଙ୍କୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ସରକାର ।