ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ରେ ୧୮ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର,୧୨ /୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ୧୮ଟି ପ୍ରସ୍ତାବ ଉପରେ ମୋହର ମାରିଛି । ଏହାମଧ୍ୟରେ ଚଳିତ ବର୍ଷ ୪୮ ଲକ୍ଷ ଟନ୍ ଚାଉଳ ସଂଗ୍ରହ, ପୁରୀ ସହରର ବିକାଶ…
Read More...
Read More...