ରାଜ୍ୟରେ ଆଜି ୧୯୭୭ କରୋନା ପଜିଟିଭ୍ ଚିହ୍ନଟ, ୫୪ ହଜାର ୬୩୦ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୧୪/୮ : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୯୭୭ କରୋନା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୨୪୧ ଜଣ…
Read More...
Read More...