ହୀରାକୁଦର ୯ଟି ଗେଟ୍ ଖୋଲିଲା, ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ଜଳସ୍ତର
ସମ୍ବଲପୁର, ୨୩/୯: ହୀରାକୁଦ ଜଳଭଣ୍ଡାରର ୯ଟି ଗେଟ୍ ଖୋଲାଯାଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଏହି ଗେଟ୍ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୮୭ ହଜାର ୩୭୬ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ପ୍ରତି…
Read More...
Read More...