ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ, ସଂଧ୍ୟା ୭.୩୦ରେ ଶପଥ ଗ୍ରହଣ
ମୁମ୍ୱାଇ,୩୦/୬ : ମହାରାଷ୍ଟ୍ର ରାଜନୀତିରେ ନାଟକୀୟ ମୋଡ । ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସଂଧ୍ୟା ୭.୩୦ ରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।…
Read More...
Read More...