ଆସନ୍ତା ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା
ନୂଆଦିଲ୍ଲୀ,୨୩/୩ : କରୋନା ଟିକାକୁ ନେଇ ଆଜି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଆସନ୍ତା ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଅଧିକ ବୟସ୍କ ଟିକା ନେଇପାରିବେ ବୋଲି କେନ୍ଦ୍ର କ୍ୟାବିନେଟ୍ରେ ଅନୁମୋଦନ…
Read More...
Read More...