ରାଜ୍ୟରେ ଆଜି ୧୩ ଜୀବନ ନେଲା ମହାମାରୀ କରୋନା, ୪୪୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୨୬/୮ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୩ ଜଣଙ୍କୁ ମିଶାଇ ରାଜ୍ୟର…
Read More...
Read More...