ରାଜ୍ୟରୁ ସୁସ୍ଥ ହେଲେ ୧୩୧୧ ଜଣ କରୋନା ଆକ୍ରାନ୍ତ, ୨ ଲକ୍ଷ ୮୮ ହଜାର ୧୬୮ରେ ପହଞ୍ଚିଲା ସୁସ୍ଥଙ୍କ ସଂଖ୍ୟା
ଭୁବନେଶ୍ୱର, ୮/୧୧ : ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ତୂଳନାରେ ଆରୋଗ୍ୟଙ୍କ ସଂଖ୍ୟା ଅଧିକ ରହିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୧୧ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ…
Read More...
Read More...