ରାଜ୍ୟରେ ଆଜି ଆଉ ୯ ଜୀବନ ନେଲା ମହାମାରୀ କରୋନା, ୩୬୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୧୮/୮ : ରାଜ୍ୟରୁ ଆଜି ୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୯ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…
Read More...
Read More...