ଭୁବନେଶ୍ୱରରୁ ଆଜି ୩୬୯ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୯୫
ଭୁବନେଶ୍ୱର,୩୦/୯: ଭୁବନେଶ୍ୱରରୁ ଆଜି ଚିହ୍ନଟ ହେଲେ ଆଉ ୩୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୮୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୫…
Read More...
Read More...