ରାସ୍ତା କାମ ଚାଲୁଥିବାବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ : ଘଟଣା ସ୍ଥଳରେ ଚାଳକ ମୃତ
ପାଟଣା, ୧୩/୧୦: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତାରେ ଭାରସାମ୍ୟ ହରାଇ ଏହି ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି।…
Read More...
Read More...