ଟ୍ରକ୍ ଚାପାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ
କଣ୍ଟାବାଞ୍ଜି, ୫/୭: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ୍ ଚାପାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ । କଣ୍ଟାବାଞ୍ଜି ପୁଞ୍ଜିପଥର ଛକ ନିକଟରେ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…
Read More...
Read More...