ଯାଜପୁରରୁ ୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ
ଯାଜପୁର : ଯାଜପୁରରୁ ଆଜି ୩୧ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି । ଏହି ମାମଲାରେ ତିନି ଜଣଙ୍କୁ ଗିରଫ କରିଛି ଯାଜପୁର ଅବକାରୀ ବିଭାଗ।
ସୂଚନା ଅନୁସାରେ ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକ୍ଷକ ଦେବୀ…
Read More...
Read More...