ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ୨୦ରେ ବିଦେଶ ଗସ୍ତ
ଭୁବନେଶ୍ୱର, ୧୮/୬ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଯିବେ। ଦିଲ୍ଲୀରେ ୨ ଦିନର ରହଣୀ ପରେ ବିଦେଶ ଗସ୍ତ କରିବେ। ୨୦ ତାରିଖ ଦିନ ଭୋର ୪ଟାରେ ଦିଲ୍ଲୀରୁ ରୋମ୍ ଅଭିମୁଖେ ଉଡାଣ ଭରିବେ। ରୋମରେ ଜାତିସଂଘ…
Read More...
Read More...