ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ ; ୭ ଜଣଙ୍କ ମୃତ୍ୟୁ
ରାୟପୁର, ୫/୯ : ରାୟପୁର ନିକଟ ମନ୍ଦିରହସୌଦରେ ଦ୍ରୁତଗାମୀ ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୭ ଜଣ ଆହତ ହୋଇଛନ୍ତି। ଏକ ବସ୍ ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ…
Read More...
Read More...