ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଢ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ : ୨୮୫ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୮/୧: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୪୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ…
Read More...
Read More...