କରୋନା ଭାଇରସ : ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ୭୦ ଲକ୍ଷ, ମୃତ୍ୟୁ ସଂଖ୍ୟା ୨୩ ଲକ୍ଷ ୩୬ ହଜାର
ନୂଆଦିଲ୍ଲୀ, ୯/୨ : କରୋନା ଭାଇରସ ଯୋଗୁଁ ବିଶ୍ୱରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ କୋଟି ୭୦ ଲକ୍ଷ ୪ ହଜାର ୪୪୪ରେ ପହଞ୍ଚିଛି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ୮ଟା ପର୍ଯ୍ୟନ୍ତ ୨୩ ଲକ୍ଷ ୩୬ ହଜାର ୨୪୨…
Read More...
Read More...