ଗୋରୁ ବୋଝେଇ ପିକଅପ ଜବତ : ୧୧ ଗୋରୁ ଉଦ୍ଧାର, ଜଣେ ଗିରଫ
ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ସହରରେ ଏକ ଗୋରୁ ବୋଝେଇ ପିକଅପ ଜବତ କରାଯାଇଥିବା ବେଳେ ଏହି ମାମଲାରେ ଜଣେ ଗିରଫ ହୋଇଥିବାର ସୂଚନା ମିଳିଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା…
Read More...
Read More...