ଆସନ୍ତା ୧୨ ତାରିଖରୁ ଝାରସୁଗୁଡା ବିମାନ ବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡିବ ବିମାନ
ଝାରସୁଗୁଡା,୧/୧: ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆସନ୍ତା ୧୨ ତାରିଖରୁ ମୁମ୍ବାଇ ଏବଂ ବେଙ୍ଗାଲୁରୁକୁ ଉଡାଣ ଆରମ୍ଭ କରିବ । ସପ୍ତାହରେ ୪ ଦିନ ଉଡାଣ ଭରିବ ବିମାନ। ଏଥିପାଇଁ ଅଗ୍ରୀମ ଟିକେଟ ବୁକିଂ…
Read More...
Read More...