ବିଜେଡିରେ ଯୋଗ ଦେଲେ ଜେଏମଏମର ପୂର୍ବତନ ରାଜ୍ୟ ସଭାପତି
ଭୁବନେଶ୍ୱର,୨୦/୯: ଜେଏମଏମର ପୂର୍ବତନ ରାଜ୍ୟ ସଭାପତି ମହେଶ ଚନ୍ଦ୍ର ହେମ୍ବ୍ରମ ଓ ଜେଏମଏମର ରାଜ୍ୟ ଉପସଭାପତି ରାମଚନ୍ଦ୍ର ମୁର୍ମୁ ବିଜେଡିରେ ଯୋଗ ଦେଇଛନ୍ତି। ଉଭୟଙ୍କ ସହିତ ଅନ୍ୟ ନେତା ଓ କର୍ମୀ ବି ସାମିଲ ହୋଇଛନ୍ତି।…
Read More...
Read More...