ଦିଲ୍ଲୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଚଳାଚଳ ପ୍ରଭାବିତ
ନୂଆଦିଲ୍ଲୀ,୨୧ /୮: ଦେଶର ରାଜଧାନୀ ଦିଲ୍ଲୀରେ ଗତକାଲି ରାତିରୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଲାଗି ରହିଛି। ଆଜି ଦିଲ୍ଲୀର ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବା ସହିତ ଘଡ଼ଘଡ଼ି ସାଙ୍ଗକୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।…
Read More...
Read More...