Browsing Tag

IMD

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। କିନ୍ତୁ ପରବର୍ତ୍ତୀ ଦୁଇ ଦିନ ପାଗ ଶୁଖିଲା ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆଗାମୀ ୨୪ ଘଣ୍ଟା…
Read More...

ଦୁର୍ବଳ ହେଲା ମୌସୁମୀ

ଭୁବନେଶ୍ବର : ଏ ବର୍ଷ ଓଡ଼ିଶାରେ ଯଥା ସମୟରେ ମୌସୁମୀ ବାୟୁ ପ୍ରବେଶ କଲାପରେ ଚଳିତ ଜୁନ୍‌ ମାସରେ ଏଯାଏ ସ୍ବାଭାବିକ ବର୍ଷା ହୋଇଛି। ତେବେ କେଉଁଠି ଅତ୍ୟଧିକ ତ କେଉଁଠି ନିଅଣ୍ଟିଆ ବର୍ଷା ପରିଲକ୍ଷିତ ହୋଇଛି। ଚଳିତ…
Read More...

ଆଜି ୧୨ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ମାଲକାନଗିରି, କୋରାପୁଟ, ଢେଙ୍କାନାଳ, କଟକ, ନୟ‌ାଗଡ଼, ଖୋର୍ଧା, ପୁରୀ,…
Read More...

ଆଜି ୨୦ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଗତକାଲି ସମୁଦ୍ର ପତ୍ତନରେ ଥିବା ନିମ୍ନଚାପ ରେଖା ଆଜି ମଧ୍ୟ ଉତ୍ତର ପଞ୍ଜାବରୁ ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ, ଉତ୍ତର ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ…
Read More...

୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ଉପକୂଳ ଓଡ଼ିଶାର ଅନେକ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ। ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା,…
Read More...

୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରିକଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୩ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛି । ମେ ୩୧ ସୁଦ୍ଧା କେରଳ ମୌସୂମୀ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବରୁ ଅନୁମାନ…
Read More...

ଶୁଖିଲା ପାଗ ସତ୍ଵେ ବଢ଼ିବନି ତାତି

ଭୁବନେଶ୍ବର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ। କାଳବୈଶାଖୀର କୌଣସି ସମ୍ଭାବନା ନଥିଲେ ମଧ୍ୟ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର…
Read More...

ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା

ଭୁବନେଶ୍ବର: ରାଜ୍ୟରେ ଆଉ କାଳବୈଶାଖୀର ବିଶେଷ ସମ୍ଭାବନା ନାହିଁ। ଆଜି ମାତ୍ର ୩ଟି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ…
Read More...

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଛେଚିବ ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ବଜ୍ରପାତ ଆଶଙ୍କା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର,…
Read More...

ଆଜି ପୁଣି ହୋଇପାରେ କାଳବୈଶାଖି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଏବଂ…
Read More...