ଜମ୍ମୁକଶ୍ମୀର : ସୋପିଆରେ ସୁରକ୍ଷା ବାହିନୀ-ଆତଙ୍କବାଦୀ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୯/୧୦ : ଜମ୍ମୁ କଶ୍ମୀରର ଶୋପିଆନ୍ରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ଜମ୍ମୁ କଶ୍ମୀର ପୋଲିସ ଗଣମାଧ୍ୟମକୁ ଏହି ସୂଚନା ଦେଇଛି ।…
Read More...
Read More...