ଓଡ଼ିଶା ଆୟୋଜନ କରିବ ଜୁନିୟର ପୁରୁଷ ହକି ବିଶ୍ୱକପ୍, ଟ୍ରଫି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩/୯: ହକିର ହବ ଭାବେ ପରିଚିତ ଓଡ଼ିଶା ଚଳିତ ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ୍ ଆୟୋଜନ କରିବ। ଆଜି ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ରୁ ଡିସେମ୍ବର…
Read More...
Read More...