ଗୁଣ୍ଟୁରରେ ୬ ଓଡ଼ିଆଙ୍କ ମୃତ୍ୟୁ : ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧/୭ : ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରର ଏକ ମାଛ ଫାର୍ମରେ ବିଦ୍ଯୁତ ଦୁର୍ଘଟଣାରେ ଗୁଣୁପୁରର ୬ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…
Read More...
Read More...