ଡିପ୍ ଡିପ୍ରେସନରେ ପରିଣତ ହେଲା ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା !
ଭୁବନେଶ୍ୱର, ୧୩/୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଆଜି ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ଫଳରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ଗତ ରାତିରୁ ବର୍ଷା ଆରମ୍ଭ…
Read More...
Read More...