ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦେଶ
ଭୁବନେଶ୍ୱର, ୧/୧୦ : ଆସୁଛି ବଡ ବର୍ଷା । ୫ ଦିନ ପ୍ରବଳ ବର୍ଷିବ । ଉପକୂଳରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ, ସବୁଠି ବର୍ଷାର ପ୍ରକୋପ ଦେଖାଦେବ। ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହୋଇପାରେ। ଜଳବନ୍ଦୀ ସମସ୍ୟା, ମାଟି ଘର…
Read More...
Read More...