ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା
ଭୁବନେଶ୍ୱର, ୨୦/୮: ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ସେ ପଜିଟିଭ୍ ଥିବା ନେଇ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । କୋଭିଡ୍-୧୯ର ଲକ୍ଷଣ ଦେଖାଯିବା ପରେ ସେ…
Read More...
Read More...