କମୁଛି ଆକ୍ରାନ୍ତଙ୍କ ସଂଖ୍ୟା : ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୩୦୩ କରୋନା ପଜିଟିଭ
ଭୁବନେଶ୍ୱର, ୨୭/୧୨ : ରାଜ୍ୟରେ ଆଜି ପୁଣି ୩୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୨ ଜଣ ସଂଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୩୧ ଜଣ ସ୍ଥାନୀୟ ଅଂଚଳରୁ ରହିଛନ୍ତି ।…
Read More...
Read More...