ରାଜ୍ୟରେ ଆଜି ଚିହ୍ନଟ ହେଲେ ୩୫୬ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୧୯/୧୨ : ରାଜ୍ୟରେ ଆଜି ପୁଣି ୩୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୯ ଜଣ ସଂଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୫୭ ଜଣ ସ୍ଥାନୀୟ ଅଂଚଳରୁ ରହିଛନ୍ତି ।…
Read More...
Read More...