ଓଡ଼ିଶାରୁ ଆଜି ୬,୫୯୯ ନୂଆ କରୋନା ସଂକ୍ରମିତ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬ /୪ : ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୬,୫୯୯ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୯୫୮ ଜଣ ସଂକ୍ରମିତ ଖୋର୍ଦ୍ଧା ଜିଲାରୁ ରହିଛନ୍ତି। ରାଜ୍ୟ ସୂଚନା ଓ…
Read More...
Read More...