ପରଲୋକରେ ପଦ୍ମଶ୍ରୀ ରାଧାମୋହନ Odisha Khabar Jun 11, 2021 ଭୁବନେଶ୍ୱର: ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ। ୭୮ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ୨୦୨୦ରେ ରାଧାମୋହନ ଓ ତାଙ୍କ ଝିଅଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା ।… Read More...