Browsing Tag

puri

ଆଜି ନୀଳାଚଳରେ ଅବଢ଼ା

ପୁରୀ : ଆଜଜି ନୀଳାଚଳ ଅବଢ଼ା ଉପଲବ୍ଧ ହେବାକୁ ଯାଉଛି। ୧୩ ଦିନ ହେଲା ଶ୍ରୀମନ୍ଦିର ଆନନ୍ଦବଜାର ଖାଁ ଖାଁ ପଡ଼ିବା ପରେ ଆଜିଠାରୁ ଶ୍ରୀମନ୍ଦିର ମହାପ୍ରସାଦ ମିଳିବାକୁ ଯାଉଛି। ଶ୍ରୀଗୁଣ୍ଡିଚା ସମୟରେ ଭକ୍ତମାନେ ଆଡ଼ପ ଅବଢ଼ା…
Read More...

ଆଜି ନୀଳାଦ୍ରି ବିଜେ

ପୁରୀ : ସରିଲା ଘୋଷଯାତ୍ରା। ୧୨ ଦିନର ଏହି ଲୀଳାଖେଳା ଶେଷ ପରେ ଆଜି (ଶୁକ୍ରବାର) ଚତୁର୍ଦ୍ଧାବିଗ୍ରହ ନୀଳାଦ୍ରି ବିଜେ କରିବେ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିବେ। ଏଥିପାଇଁ…
Read More...

ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି

ପୁରୀ: ଆଜି ରଥ ଉପରେ ତିନି ଠାକୁରଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚାର ଅଧର ହାଣ୍ଡି ପ୍ରସ୍ତୁତ କରି ରଖାଯାଇଛି । ସେହି ହାଣ୍ଡିରେ ଅଧରପଣା ପ୍ରସ୍ତୁତ ହୋଇ ତିନି ରଥରେ ୯ଟି…
Read More...

ଗଜପତିଙ୍କ ଛେରାପହଁରାକୁ ପୂରିଲା ୫୦ ବର୍ଷ

ପୁରୀ: ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ରଥଯାତ୍ରାରେ ୫୦ ବର୍ଷ ପୂରଣ କରିଛନ୍ତି ଗଜପତି ମହାରାଜା । ୧୯୭୧ ମସିହାରୁ ପିତାଙ୍କ ଦେହାନ୍ତ ପରଠାରୁୠଜପତି ଛେରାପହଁରା…
Read More...

ଆଜି ବଡ଼ଠାକୁରଙ୍କ ସନ୍ଧ୍ୟା ଦର୍ଶନ

ପୁରୀ : ଆଜି ଜନ୍ମବେଦିରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାପ୍ରଭୁଙ୍କ ଜନ୍ମବେଦିରେ ଏହା ଶେଷ ଦର୍ଶନ। ଜନ୍ମବେଦିରେ ଏ ବର୍ଷର ଶେଷ ଦର୍ଶନ ଦେଇମହାପ୍ରଭୁ ବାହୁଡ଼ା…
Read More...

ଆଜି ତିନିରଥ ନେବେ ଦକ୍ଷିଣମୋଡ଼

ପୁରୀ : ରଥଯାତ୍ରା ଦିନଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ଜୟବିଜୟ ଦ୍ବାର ସମ୍ମୁଖରେ ଅଟକି ରହିଥିବା ତିନି ରଥ ଆଜି ଦକ୍ଷିଣମୋଡ଼ ନେବେ। ନାକଚଣା ଦ୍ବାରସ୍ଥିତ ଶରଧାବାଲିରେ ବିଜେ କରିବେ। ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ…
Read More...

ଆଜି ନନ୍ଦିଘୋଷ ଉପରେ ରାଗ ଶୁଝାଇବେ ମା ଲକ୍ଷ୍ମୀ

ପୁରୀ: ଆଜି ପବିତ୍ର ହେରାପଞ୍ଚମୀ । ବଡ଼ଦାଣ୍ଡରେ ବିଜେ ହେବେ ମହାଲକ୍ଷ୍ମୀ । ଗୁଣ୍ଡିଚାଘରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଗରେ ଭାଙ୍ଗିବେ ନନ୍ଦିଘୋଷ । ଧର୍ମପତ୍ନୀଙ୍କୁ ସାଙ୍ଗରେ ନଆଣି ବଡ଼ଭାଇ ଓ ଭଉଣୀଙ୍କୁ ନେଇ…
Read More...

ରଥଯାତ୍ରା ନିମନ୍ତେ ଜାରି ହୋଇଥିବା କଟକଣା ପ୍ରତ୍ୟାହୃତ

ପୁରୀ: କରୋନା ମହାମାରୀକୁ ଦୃଷ୍ଟିରେ ରଖି ରଥଯାତ୍ରା ନିମନ୍ତେ ଆସନ୍ତା ୧୩ ତାରିଖ ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ପୂର୍ବରୁ ଜାରି ହୋଇଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ମାତ୍ର କୁମ୍ଭାରପଡ଼ା ସାହିର ମିଶ୍ର…
Read More...

ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଶଙ୍କରାଚାର୍ଯ୍ୟ

ପୁରୀ: ଶ୍ରୀକ୍ଷେତ୍ରରେ ରଥଯାତ୍ରା ଜାରି ରହିଛି । ସକାଳ ୧୦ ପୂର୍ବରୁ ମହାପ୍ରଭୁଙ୍କୁ ରଥାରୁଢ଼ କରାଯାଇଛି ।  ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ଶ୍ରୀଜିଉମାନଙ୍କୁ ରଥ ଉପରେ ଦର୍ଶନ କରିଛନ୍ତି ।…
Read More...

ଆଜିଠାରୁ ପୁରୀରେ ୪୮ ଘଣ୍ଟିଆ କର୍ଫ୍ୟୁ

ପୁରୀ : ଆଜିଠାରୁ ରଥଯାତ୍ରା ପାଇଁ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଲାଗିବାକୁ ଯାଉଛି। ଆଜି ଅର୍ଥାତ୍‌ ୧୧ତାରିଖ ରାତି ୮ଟାରୁ ୧୩ ତାରିଖ ରାତି ୮ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ…
Read More...