Browsing Tag

Rain

ଆସନ୍ତା ୪ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୧ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ…
Read More...

ମୁମ୍ବାଇରେ ବର୍ଷା ତାଣ୍ଡବ: ୧୫ ମୃତ

ମୁମ୍ବାଇ: ରବିବାର ସକାଳୁ ସହରରେ ପ୍ରବଳ ବର୍ଷା ଫଳରେ ୧୫ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଏହି ବର୍ଷା ହେତୁ ମୁମ୍ବାଇ ଏବଂ ଏହାର ଉପକଣ୍ଠରେ ଜଳସ୍ତର ସୃଷ୍ଟି ହେବା ସହ ସହରର ବିଭିନ୍ନ ସ୍ଥାନରେ ଯାତାୟାତ ପ୍ରକ୍ରିୟା…
Read More...

ଆଜିଠାରୁ ବଢ଼ିବ ବର୍ଷା

ଭୁବନେଶ୍ବର : ଆସନ୍ତା ୨୧ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ,…
Read More...

୧୮ରୁ ବଢ଼ିବ ବର୍ଷା

ଭୁବନେଶ୍ବର : ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ। କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୮ ତାରିଖ ବେଳକୁ ପାଗରେ ସାମାନ୍ୟ ପରିବର୍ତନ…
Read More...

୫ ଦିନ ଯାଏ ବର୍ଷା ସମ୍ଭାବନା କମ

ଭୁବନେଶ୍ବର : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଓଡ଼ିଶା‌ ଉପରେ ସେତେଟା ପଡ଼ି ନାହିଁ। ଯେଉଁଥିପାଇଁ ଗତ ଦୁଇ ଦିନ ‌ହେଲା ଦକ୍ଷିଣ କିମ୍ବା ଉପକୂଳ…
Read More...

ଆଜି ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ବର : ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଓ ଉପକୂଳ ଓଡ଼ିଶାରେ ରବିବାର ଏକ…
Read More...

କାଲିଠୁ ରାଜ୍ୟରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଏବେ ବି ବଡ଼ ବର୍ଷା ସମ୍ଭାବନା କମ୍‌ । ଆସନ୍ତା ୪ ଦିନ ଭିତରେ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ୧୧ ତାରିଖରେ ଲଘୁଚାପ ସମ୍ଭାବନା ରହିଛି । ତଥାପି ରାଜ୍ୟର ବିସ୍ତୃତ…
Read More...

୧୧ରେ ଲଘୁଚାପ

ଭୁବନେଶ୍ବର : ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହାକି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହେବା…
Read More...

୭ ରୁ ୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଜାରି ରହିବ। ଆସନ୍ତା ୭, ୮ ଓ ୯ ତାରିଖ ଦିନ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କୋରାପୁଟ,…
Read More...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,…
Read More...