ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା , ଛେରା ପହଁରା କଲେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ
ଭୁବନେଶ୍ୱର,୧/୭ : ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି । ପୂର୍ବାହ୍ନରେ ମଙ୍ଗଳ ଆରତି, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା ଓ ରଥ…
Read More...
Read More...