Browsing Tag

Ratha Jatra

ଆଜି ନନ୍ଦିଘୋଷ ଉପରେ ରାଗ ଶୁଝାଇବେ ମା ଲକ୍ଷ୍ମୀ

ପୁରୀ: ଆଜି ପବିତ୍ର ହେରାପଞ୍ଚମୀ । ବଡ଼ଦାଣ୍ଡରେ ବିଜେ ହେବେ ମହାଲକ୍ଷ୍ମୀ । ଗୁଣ୍ଡିଚାଘରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଗରେ ଭାଙ୍ଗିବେ ନନ୍ଦିଘୋଷ । ଧର୍ମପତ୍ନୀଙ୍କୁ ସାଙ୍ଗରେ ନଆଣି ବଡ଼ଭାଇ ଓ ଭଉଣୀଙ୍କୁ ନେଇ…
Read More...

ଶ୍ରୀଜିଉଙ୍କ ପହଣ୍ଡି ଶେଷ

ପୁରୀ: ଶ୍ରୀକ୍ଷେତ୍ରରେ ରଥଯାତ୍ରା ଜାରି ରହିଛି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୁଢ଼ କରାଯାଇଛି । ଶ୍ରୀମନ୍ଦିର ସେବାୟତମାନେ ପ୍ରଥମେ ଶ୍ରୀସୁଦର୍ଶନଙ୍କୁ ରଥାରୁଢ଼ କରିଥିଲେ ।…
Read More...

ଚଳିତ ବର୍ଷ ଛେରା ପହଁରା କରିବେ ନାହିଁ ଗଜପତି ମହାରାଜ

ପୁରୀ: ସ୍ନାନବେଦିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ନୀତି ଚଳିତ ବର୍ଷ ବି ଦେଖିବାକୁ ମିଳିବନି । ଗଜପତିଙ୍କ ଭୁବନେଶ୍ୱର ବାସଭବନରେ ତିନି ଜଣ ସହାୟକ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।…
Read More...

ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ

ପୁରୀ : ଆଉ ଦୁଇଦିନ ପରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ନୀତି ନିର୍ଘଣ୍ଟ ପରେ ପ୍ରସ୍ତୁତିପର୍ବ ଜୋରସୋରରେ ଆଗେଇ ଚାଲିଛି। ବୁଧବାରଠାରୁ ଦେବସ୍ନାନ ପୂର୍ଣ୍ଣିମା ନୀତିକାନ୍ତି ଆରମ୍ଭ ହେଉଥିବାବେଳେ ଏଥିପାଇଁ…
Read More...

ଘୋଷଯାତ୍ରା ପାଇଁ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ଭୁବନେଶ୍ୱର : କୋଭିଡ୍‌-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଏବଂ ଓଡ଼ିଶା ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ରଥଯାତ୍ରା ସମୟରେ ପୁରୀ ଆଡକୁ ଟ୍ରେନ୍ ସେବା ଉପରେ ପ୍ରତିବନ୍ଧକ ଲଗାଇବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି…
Read More...

ଜୁନ୍‌ ୨୪ରେ ହେବ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ

ପୁରୀ: ଜୁନ୍‌ ୨୪ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବକୁ କୋଭିଡ୍‌ କଟକଣା ମଧ୍ୟରେ ପାଳନ କରାଯିବ । ସୀମିତ ସେବକଙ୍କୁ ଏହି ଯାତ୍ରାରେ ସାମିଲ କରାଯିବ । ଭୋର ୪ଟା ପୂର୍ବରୁ ସ୍ନାନବେଦିକୁ ମହାପ୍ରଭୁଙ୍କ…
Read More...

ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା

ଭୁବନେଶ୍ବର: ଗତବର୍ଷ ଭଳି ଚଳିତ ବର୍ଷ ବି ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍। ଏବର୍ଷ  ପୁରୀରେ କଟକଣା ମଧ୍ୟରେ ବିନା ଭକ୍ତରେ ହେବ ରଥଯାତ୍ରା ହେବ ।…
Read More...