କରୋନା ଟୀକା ପାଇଁ ଶୀତଳ ଭଣ୍ଡାର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨୪/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଦେଶରେ ବଢ଼ୁଥିବା କରୋନା ସଂକ୍ରମଣ ଓ ଭ୍ୟାକସିନ୍ ବିତରଣ…
Read More...
Read More...