ଅଭିନେତ୍ରୀ ସୁରେଖା ସିକ୍ରିଙ୍କ ପରଲୋକ
ମୁମ୍ବାଇ : ଜାତୀୟ ପୁରସ୍କାରପ୍ରାପ୍ତ ଅଭିନେତ୍ରୀ ସୁରେଖା ସିକ୍ରିଙ୍କ ପରଲୋକ ହୋଇଛି । ହୃଦଘାତ ଯୋଗୁଁ ତାଙ୍କର ପରଲୋକ ହୋଇଥିବା ତାଙ୍କ ପରିବାର ପକ୍ଷରୁ କୁହାଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।…
Read More...
Read More...