ରାଜ୍ୟରେ ଆଜିଠୁ ୪ ଦିନ ପ୍ରବଳ ବର୍ଷା : ୩୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୩୧/୦୮: ଆଜି ଠାରୁ ବର୍ଷା ପୁଣି କ୍ରମଶଃ ବଢ଼ିବ । ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷା ପ୍ରକୋପ ଅଧିକ ରହିବା ସମ୍ଭାବନା ଅଛି । ଆସନ୍ତକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ନବରଙ୍ଗପୁରରେ ପ୍ରବଳ ବର୍ଷା ଓ କେତେକ ଜିଲ୍ଲାରେ ଘଡ଼ଘଡ଼ି, ପବନ ଏବଂ ବର୍ଷା ଆଶଙ୍କା ରହିଛି । ଏଭଳି ପାଗ ପରବର୍ତ୍ତୀ ଦୁଇଦିନ ମଧ୍ୟ ରହିବ ।

SBI_Festive_Digital Billboard