ଗଣତନ୍ତ୍ର ଦିବସରେ କେଉଁ ଜିଲ୍ଲାରେ କିଏ ପତାକା ଉତ୍ତୋଳନ କରିବେ ?  ପ୍ରକାଶ ପାଇଲା ରାଜ୍ୟ ସରକାରଙ୍କ ତାଲିକା

0

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ୭୪ତମ ଗଣତନ୍ତ୍ର ଦିବସ ପାଳନ ସମାରୋହରେ ମୁଖ୍ୟ ଅତିଥିମାନଙ୍କ ତାଲିକା ରାଜ୍ୟ ସରକାର ଘୋଷଣା କରିଛନ୍ତି । ସେମାନେ ଜାତୀୟ ପତାକା ଉତ୍ତୋଳନ ସହ ପରେଡ ଅଭିବାଦନ ଗ୍ରହଣ କରିବେ । ଏହି ତାଲିକା ଅନୁସାରେ ବ୍ରହ୍ମପୁର ଏବଂ ରାଉରକେଲା ସହରରେ ଆର୍‍ଡିସି ପତାକା ଉତ୍ତୋଳନ କରିବାକୁ ଥିବାବେଳେ, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଯାଜପୁର, ଝାରସୁଗୁଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ାରେ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବେ । ଅନ୍ୟ ଜିଲ୍ଲାମାନଙ୍କରେ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ପତାକା ଉତ୍ତୋଳନ ଓ ଅଭିବାଦନ ଗ୍ରହଣ କରିବେ ।

SBI AD
Leave A Reply

Your email address will not be published.